The following text field will produce suggestions that follow it as you type.

Devi
Devi

Devi

Current price: $12.00
Loading Inventory...
Get it at Barnes and Noble

Size: OS

Get it at Barnes and Noble
ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର‌୍ୟ ।
Powered by Adeptmind