The following text field will produce suggestions that follow it as you type.

Odia Bisheshya
Odia Bisheshya

Odia Bisheshya

Current price: $16.00
Loading Inventory...
Get it at Barnes and Noble

Size: OS

Get it at Barnes and Noble
ଭାଷା ମାଧ୍ୟମରେ ଆମେ ନିଜର ମନର ଅନ୍ତର ଚିନ୍ତାକୁ ଗଢ଼ିଥାଉ ଓ ଭାବକୁ ଅନ୍ୟ ନିକଟରେ ପ୍ରକାଶ କରିଥାଉ । ବକ୍ତା ଓ ଶ୍ରୋତା ପରସ୍ପର ମଧ୍ୟରେ ଭାବବିନିମୟ କରିବା ନିମିତ୍ତ ଖୋଜିଥାନ୍ତି କିଛି ଶବ୍ଦ ଏବଂ ଶବ୍ଦଗୁଡ଼ିକ ଶୃଙ୍ଖଳିତ ଭାବରେ ସଜ୍ଜିତ ହୋଇ ଭାବପ୍ରକାଶ କରିବାରେ ସହାୟକ ହୋଇଥାନ୍ତି । କହିବାକୁ ଗଲେ ପ୍ରତ୍ୟେକ ଜାତି ତା'ର ନିଜର 'ମାତୃଭାଷା'ରେ ଭାବପ୍ରକାଶ କରିବାରେ ଯେତିକି ସହଜ ଅନୁଭବ କରିଥାନ୍ତି ସେତିକି କଷ୍ଟ ବି ଅନୁଭବ କରିଥାନ୍ତି ନିଜର ମାତୃଭାଷାକୁ ବୁଝିବାରେ ଏବଂ ବୁଝାଇବାରେ । କିନ୍ତୁ ଶବ୍ଦକୁ ନେଇ ଖେଳିବାର ଦୁଃସାହସ, ପଦକୁ ବ୍ୟବଚ୍ଛେଦକରି ତା'ର କ୍ଷୁଦ୍ରାତିକ୍ଷୁଦ୍ର ସତ୍ତାକୁ ବିଶ୍ଳେଷଣ କରିବାର ଦୁର୍ବାର ଆଗ୍ରହ ହେତୁ "ଓଡ଼ିଆ ବିଶେଷ୍ୟ" ନାମକ ଏହି ପୁସ୍ତକଟି ପରିଯୋଜିତ ହୋଇଛି ।
Powered by Adeptmind